Masthead

ନୀଳଗିରିରେ ବିଜେଡି ସଫା!, NAC ଚେୟାରମ୍ୟାନଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ

ନୀଳଗିରି(ବଡ଼ ଖବର ବ୍ୟୁରୋ): ନୀଳଗିରିରେ ସଫା ହେବାକୁ ବସିଲାଣି ବିଜେଡି । ସାଧାରଣ ନିର୍ବାଚନ ପରେ ବିଜେଡିର ବହୁ ବଡବଡ ନେତା ଏବେ ବିଜେପି ମୁହାଁ ହେଉଛନ୍ତି । ନୀଳଗିରି ଏନଏସିର କାଉନସିଲର ମାନେ ବିଜେଡିରୁ ଅତିଷ୍ଠ ହୋଇ ଦଳକୁ ବାଏ ବାଏ କରି ଏବେ ବିଜେପିରେ ମିଶିଛନ୍ତି । ତେବେ ନୀଳଗିରି NAC ରେ ବିଜେଡିର ଏକ ପ୍ରକାର ପତନ ହେବାକୁ ଯାଉଥିବା ଦେଖିବାକୁ ମିଳିଛି ।

ନୀଳଗିରି NAC ର ବର୍ତ୍ତମାନର ଚେୟାରମେନ ଅମ୍ବିକା ଦାସଙ୍କ ବିରୋଧରେ ୧୩ ଜଣ କାଉନ୍ସିଲରଙ୍କ ମଧ୍ୟରୁ ୧୧ ଜଣ କାଉନ୍ସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ଗତକାଲି ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ, ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର, ବାଲେଶ୍ବର ସାଂସଦଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ ଏବଂ ନୀଳଗିରି ଏନଏସିର ୯ ଜଣ କାଉନସେଲର ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଇଛନ୍ତି । ଏହି ଅନାସ୍ଥା ପ୍ରସ୍ତାବରେ ୧୧ ଜଣ କାଉନସେଲରଙ୍କ ଦସ୍ତଖତ ରହିଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ