Masthead

ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରଦୀପ ରଥ

କଟକ(ବଡ଼ ଖବର ବ୍ୟୁରୋ): କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ । ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କଲା ଭିଜିଲାନ୍ସ । ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା । ଭୁବନେଶ୍ବର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ ପ୍ଲଟ ମିଳିଥିଲା । ରେଡ ବେଳେ ଯନ୍ତ୍ରୀଙ୍କ ଠାରୁ ୧ କେଜି ସୁନା ସହ ୧.୬୨ କୋଟିର ଡିପୋଜିଟ ମିଳିଥିଲା । ଆଜି ପ୍ରଦୀପ ରଥଙ୍କୁ କରାଯିବ କୋର୍ଟ ଚାଲାଣ । କାଲି ୧୨ ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା