Masthead

କାଲି ରାଜ୍ଯ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୭ ତାରିଖ ଅର୍ଥାତ ବୁଧବାର ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅଧ୍ୟକ୍ଷତାରେ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ୟାବିନେଟ୍ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ସୂଚନା ମୁତାବିକ, ବୁଧବାର ଅପରାହ୍ନ ୧୧ ଟା ୩୦ ସମୟରେ ଲୋକସେବା ଭବନରେ ବସିବ ମୋହନ ସରକାରଙ୍କ ଚତୁର୍ଥ କ୍ୟାବିନେଟ୍ ବୈଠକ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରମତି, ଗଣତିମଣତି ଏସ୍ଓପି ଏବଂ ସୁଭଦ୍ରା ରୂପରେଖ ଉପରେ ଆଲୋଚନା ହୋଇପାରେ । ଏଥିସହିତ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ଉପରେ ଲାଗିପାରେ କ୍ୟାବିନେଟ ମୋହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ