Masthead

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୫ରୁ ଅଧିକ ଏଜେଣ୍ଡା ଉପରେ ମୋହର ବାଜିପାରେ। ଆଜି ଦିନ ୧୧ଟା ୩୦ରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ।

ବିଶେଷ କରି ରତ୍ନଭଣ୍ଡାର ମରାମତି ନେଇ ଏସଓପି ସହିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଉପରେ କ୍ୟାବିନେଟ୍ ମୋହର ଲାଗିବ। ଆୟୁଷ୍ମାନ୍ ଯୋଜନା ସହିତ ବଜେଟରେ ପ୍ରସ୍ତାବିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା , ପାନୀୟ ଜଳ ଯୋଗାଣ ପାଇଁ ଧାର୍ୟ୍ୟ ଅବଧି ଏବଂ ଅର୍ଥ ଆବଣ୍ଟନ ସହିତ ଏବେ ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଭଳି ପ୍ରସଙ୍ଗରେ କ୍ୟାବିନେଟରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ