Masthead

ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା 5T ଚାର୍ଟର ଓ ମୋ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ବିଜେପି ସରକାର । ଶାସନ ଭାର ଯେତେ ଆଗକୁ ଯାଉଛି ସେମିତି ଦିନକୁ ଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି ମୋହନ ସରକାର । ଏହାରି ଭିତରେ ଆଜି ରାଜ୍ୟ ବିଜେପିର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍‌ । ୫-ଟି ଚାର୍ଟର ସହ ‘ମୋ ସରକାର’କୁ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କ, ଖ ଓ ଗ ବର୍ଗର କର୍ମଚାରୀଙ୍କ ସିସିଆରରୁ ୫-ଟି ଚାର୍ଟରକୁ ହଟାଯାଇଛି । ଏହାର ଏବେ କୌଣସି ଆବଶ୍ୟକତା ନଥିବା ଦର୍ଶାଇ ହଟାଯାଇଛି । ଏଥିସହ ୨୦୧୯-୨୦ ପୂର୍ବରୁ ପ୍ରଚଳିତ ଫର୍ମାଟକୁ ପୁନଃ ପ୍ରଚଳନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା