Masthead

ମନୀଷ ସିସୋଦିଆଙ୍କୁ ବେଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଦିଆଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଗତ ବର୍ଷ ଫେବୃଆରୀରେ ସିସୋଦିଆଙ୍କୁ ଗିରଫ କରାଯାଇଥିଲା ଏବଂ ସେବେଠାରୁ କ୍ରମାଗତ ଜେଲରେ ଅଛି। ସର୍ବୋଚ୍ଚ ନ୍ୟାୟାଳୟ ସିସୋଦିଆଙ୍କୁ ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ଜାମିନ ବଣ୍ଡରେ ଜାମିନ ପ୍ରଦାନ କରିଛନ୍ତି। ବର୍ତ୍ତମାନ ସେ ଜେଲରୁ ବାହାରିବେ । ଦୀର୍ଘ ୧୭ ମାସ ଜେଲରେ ରହିବା ପରେ ତାଙ୍କୁ ବେଲ୍ ମିଳିଛି ।

ଏହାକୁ ନେଇ ଆମ୍ ଆଦମୀ ପାର୍ଟିରେ ଖୁସିର ମାହୋଲ ଖେଳିଯାଇଛି । ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ କହିଛନ୍ତି, ସତ୍ୟର ବିଜୟ ହୋଇଛି । ଜଷ୍ଟିଷ୍ଟ ବି.ଆର୍ ଗଓ୍ବାୟୀ ଏବଂ ଜଷ୍ଟିସ୍ କେ.ବି ବିଶ୍ବନାଥନଙ୍କ ୨ଜଣିଆ ଖଣ୍ଡପୀଠ ଏହି ଫଇସଲା ଶୁଣାଇଛନ୍ତି । କିଛି ସର୍ତ୍ତ ସହିତ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ସିସୋଦିଆଙ୍କ ପାସ୍ପୋର୍ଟ ଜମା ରଖିବା ସହିତ ପ୍ରତି ସୋମବାର ଅଦାଲତରେ ହାଜର ହେବାକୁ କହିଛନ୍ତି କୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା