Masthead

‘ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ବୟାନ । କହିଛନ୍ତି ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଚାଲିଛି । ଖୁବଶୀଘ୍ର କାର୍ୟ୍ୟାନୁଷ୍ଠାନ ନିଆଯିବ । ଜଣେ ଯଦି ସର୍ବସମ୍ମୁଖରେ ରାଜକୋଷକୁ ଲୁଣ୍ଠନ କରିବେ, ଏହା କେବେ ଗ୍ରହଣୀୟ ହେବ ନାହିଁ ବୋଲି କହିଛନ୍ତି ବିଭୂତି ଜେନରା । ସେ ଆହୁରି ମଧ୍ୟ କହିଛନ୍ତି ଆମ ସରକାର ଏକଥାକୁ ପୂରା ନଜର ରଖିଛି ।

ଅପେକ୍ଷା କରନ୍ତୁ, ତଦନ୍ତ ଚାଲିଛି । କାର୍ୟ୍ୟାନୁଷ୍ଠାନ ହେବ । ହେଲିକପ୍ଟର କିଏ ନେଇପାରିବ, ତାର ଏକ ବିଧି ରହିଛି । ଏହାର ଉଲ୍ଲଙ୍ଘନ ହେଲେ, କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ । ଯିଏ ଦୋଷ କରିଛି, ତା ଉପରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ହେବ । ଏ ଘଟଣାର ଆଉ ପୁନରାବୃତ୍ତି ନହେଉ । ଆମ ସରକାର ଏ ନେଇ ପ୍ରତିଶ୍ରୁତି ବଦ୍ଧ । ଲୋକ ମଧ୍ୟ ଏହାକୁ ମଧ୍ୟ ଚାହିଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼