କେନାଲ ସଫେଇ ନାମରେ କୋଟି କୋଟି ଟଙ୍କା ହରିଲୁଟ୍

ପାଟକୁରା (ବଡ଼ ଖବର ବ୍ୟୁରୋ): କେନାଲ ସଫେଇ ନାମରେ କୋଟି କୋଟି ଟଙ୍କା ହରିଲୁଟ୍ ହେଉଥିବା ଏବେ ନଜରକୁ ଆସିଛି। ମହାନଦୀ ଚିତ୍ରୋତ୍ପଳା ଦ୍ଵିପାଞ୍ଚଳ ମଧ୍ୟରେ ଯାଇଥିବା ବିଭିନ୍ନ କେନାଲ ସଫେଇ ନାମରେ ସରକାରୀ ତହସିଲରୁ ବାର୍ଷିକ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଉଥିବା ବେଳେ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ କେନାଲ୍ ସଫେଇ ଆଳରେ କୋଟି କୋଟି ଟଙ୍କା ବାଟ ମାରଣ ହେଉଥିବା ଦେଖିବାକୁ ମିଳୁଛି। କେନାଲ ମଧ୍ୟରେ ହିଟାଚି ଓ ଜେସିବି ଭଳି ମେସିନ୍ ପୂରାଇ ଖାଲି ଗଡ଼େଇ ନିଆଯାଉଥିବା ବେଳେ ଲେବୁଲ୍ ଉପରେ ମୋଟେ ନଜର ଦିଆଯାଉନାହିଁ । ଯାହା ଫଳରେ କେନାଲକୁ ଆସୁଥିବା ପାଣି, କେନାଲର ତଳ ମୁଣ୍ଡ ଓ ଶାଖା କେନାଲକୁ ଯାଇପାରୁ ନଥିବାରୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତେଷ ଦେଖାଦେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’