ଜଳବନ୍ଦୀରେ ୪୦ରୁ ଅଧିକ ପରିବାର

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ମହାନଦୀରେ ବନ୍ୟାଜଳ ବଢ଼ିବାରୁ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ କୋଟକଣାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୋଟକଣା ଆଦିବାସୀ ସାହି ବାହ୍ୟଜଗତରୁ ସମ୍ପୂର୍ଣ ଭାବେ ବିଛିନ୍ନ ହୋଇ ପଡିଛି । ଗାଁକୁ ସଂଯୋଗ କରୁଥିବା ରାସ୍ତା ଉପରେ ବନ୍ୟା ଜଳ ପ୍ରଭାବିତ ହୋଇଛି । ଏଥି ଯୋଗୁ ୪୦ରୁ ଅଧିକ ପରିବାର ଜଳବନ୍ଦୀ ଅବସ୍ଥାରେ ପଡିଛନ୍ତି ।

ଜଳବନ୍ଦୀ ଲୋକଙ୍କୁ ସ୍ଥାନାନ୍ତର କରିବା ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି । ତିର୍ତ୍ତୋଲ ବ୍ଲକ କୋଟକଣା ଏବଂ ତିର୍ତ୍ତୋଲ ଲକ ଠାରେ ଥିବା ଆଦିବାସୀ ପଡ଼ାରେ ବନ୍ୟାଜଳ ପଶିଯିବା ହେତୁ ଅନେକ ଆଦିବାସୀ ପରିବାର ନଦୀବନ୍ଧ ରେ ଆଶ୍ରୟ ନେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ