Masthead

ପ୍ରତିହାରୀ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଦ୍ୱାରଫିଟା ବିଳମ୍ବ ହେବାରୁ ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ୍ କରାଯାଇଛି। ନୀତି ବିଶୃଙ୍ଖଳା ଅଭିଯୋଗରେ ଏହି ନୋଟିସ୍ ଜାରି ହୋଇଥିବା ସୂଚନା ମିଳିଛି। ବଡ଼ଦ୍ୱାର ପ୍ରତିହାରୀ ସେବାୟତ ଶିବଶଙ୍କର ମହାପାତ୍ରଙ୍କୁ ଏହି କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି।ଗତକାଲି ଶ୍ରୀମନ୍ଦିର ଦ୍ୱାରଫିଟାରେ ୩୫ ମିନିଟ ବିଳମ୍ବ ହୋଇଥିଲା। କେଉଁ କାରଣରୁ ଦ୍ୱାରଫିଟା ବିଳମ୍ବ ହେଲା, ଏହା ପଛରେ କେଉଁ କାରଣ ଅଛି ବୋଲି ଜବାବ ତଲବ କରିଛି ଶ୍ରୀମନ୍ଦିର ପ୍ରଶାସନ।

ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ମାଧବ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ଦ୍ୱାରଫିଟା ବିଳମ୍ବ ହେବାରୁ ପ୍ରତିହାରୀ ସେବକଙ୍କୁ ନୋଟିସ କରାଯାଇଛି। ଏହାକୁ ମୁଁ ସ୍ୱାଗତ କରୁଛୁ। ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିର ଦ୍ୱାରଫିଟା ବିଳମ୍ବ ହେଉଥିବା ଆମେ ଅଭିଯୋଗ କରିଥିଲୁ। ଯେଉଁମାନେ ନୀତି ବିଳମ୍ବ କରୁଛନ୍ତି ତାଙ୍କ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଆମେ ଦାବି କରିଥିଲୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ