Masthead

‘ଜଣେ ସଚିବଙ୍କୁ ହେଲିକପ୍ଟରରେ ବୁଲିବାକୁ କିଏ ଅନୁମତି ଦେଲା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ଯିବା ଆସିବା ପ୍ରସଙ୍ଗ । ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ । କହିଛନ୍ତି ଜଣେ ସଚିବଙ୍କୁ ହେଲିକପ୍ଟରରେ ବୁଲିବାକୁ କିଏ ଅନୁମତି ଦେଲା । କାହା ନିଦେ୍ର୍ଦଶରେ ହେଲିପ୍ୟାଡ ନିର୍ମାଣ ହୋଇଥିଲା ତଦନ୍ତ ହେବ ବୋଲି କହିଛନ୍ତି ପୃଥ୍ୱୀରାଜ । ସେ ଆହୁରି ମଧ୍ୟ କହିଛନ୍ତି ହେଲିକପ୍ଟର ଖର୍ଚ୍ଚ କିଏ ବହନ କରିଥିଲା, ସ୍ପଷ୍ଟତା ଦରକାର । ତେବେ ୨୦୨୪ ନିର୍ବାଚନ ବେଳେ ଓ ତା ପୂର୍ବରୁ ବିଜେଡି ନେତା ଭି,କେ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ବୋଲି ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା ।

ଏହାକୁ ନେଇ ଏବେ ରାଜ୍ୟରେ ବିଜେପି ସରକାର ଆକ୍ସନମୋଡକୁ ଆସିଛନ୍ତି । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି । ହେଲିପ୍ୟାଡ଼ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ । କିଏ ନିଦେ୍ର୍ଦଶ ଦେଇଥିଲା ଏବଂ କେମିତି ନିଦେ୍ର୍ଦଶ ଦେଇଥିଲା । ବିଭଗୀୟ ସଚିବ ଯାହାର ହେଲିକପ୍ଟର ବ୍ୟବହାର କରିବାର ପ୍ରବଧାନ ନାହିଁ, ସରକାର କେମିତି ଅନୁମତି ଦେଇଥିଲେ, ହେଲିକପଟର ଅବତାରଣ କରିବା ପାଇଁ ପ୍ରୋସେସ କରିଥିଲେ, ଏ ସବୁ ତଦନ୍ତ ପରିସରଭୁକ୍ତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା