Masthead

ପୁଣି ବଢ଼ିବ ବର୍ଷା; ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ