ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜିଠାରୁ ସେ ଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏଥିସହ ଏନଏଚ କତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ କରିବେ ଆଲୋଚନା।ତାହା ସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ତାଙ୍କ ସହ ଅନ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗସ୍ତ ସମୟରେ ହୋଇପାରନ୍ତି ସାମିଲ। ସେପଟେ ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବା ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’