Masthead

ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍ । ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ରାଉରକେଲା ବିଧାୟକ ସାରଦା ପ୍ରସନ୍ନ ନାୟକଙ୍କୁ ହାଇକୋର୍ଟ ଜାରି କଲେ ସମନ । ରସିଦ୍ ଅସଲମ ନାମକ ଜଣେ ଭୋଟର ସାରଦାଙ୍କ ନାଁରେ ମାମଲା ଦାଏର କରିଥିଲେ। ୨୭ ଅଗଷ୍ଟ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ରହିଛି । ଏହାପୂର୍ବରୁ ରାଜ୍ୟର ଅନେକ ବିଧାୟକଙ୍କ ବିରୋଧରେ ସମାନ ଅଭିଯୋଗ ଆସିଛି । ଆଉ ହାଇକୋର୍ଟରୁ ସମନ ଜାରି କରାଯାଇଛି । ବାସୁଦେବପୁର, ବ୍ରହ୍ମପୁର, ପାଟଣାଗଡ, ଯାଜପୁର ଲୋକସଭା, କଂଟାବାଞ୍ଜି, ଭୁବନେଶ୍ୱର ଏକାମ୍ର, ଭୁବନେଶ୍ୱର ମଧ୍ୟ ଆଦିର ନିର୍ବାଚିତ ବିଧାୟକଙ୍କ ବିରୋଧରେ ଆସିଛି ସମାନ ଅଭିଯୋଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼