Masthead

ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ । ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।

ଖାଲିପଡ଼ିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। ତେବେ ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏହାସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ