Masthead

ବିଜେଡି ଛାଡିଲେ କର୍ପୋରେଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବନ୍ଦିତା । ଏନେଇ ଶ୍ରୀମତୀ ପାଲ ତାଙ୍କର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ସ୍ୱାଧୀନଭାବେ ଜିତିବା ପରେ ବିଜେଡିରେ ସାମିଲ ହୋଇଥିଲେ ।

ରାଜନୈତିକ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ସୂଚନା ମିଳିିଛି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ପୋରେଟର ଥିବା ବନ୍ଦିତାଙ୍କୁ ଏହି ପଦକ୍ଷେପକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା