Masthead

ପରୀକ୍ଷା ପୂର୍ବରୁ ମୋବାଇଲରୁ ମୋବାଇଲ ଘୁରି ବୁଲୁଛି ଓଟିଇଟିର Answer Sheet

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ପରୀକ୍ଷା ପୂର୍ବରୁ ଭାଇରାଲ ହେଲା ଉତ୍ତର ପତ୍ର । ସାରା ଓଡ଼ିଶାରେ ଆଜି ଓଟିଇଟି ପରିକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଉତ୍ତର ପତ୍ର ନାମରେ ଦୁଇଟି କାଗଜ ଏବେ ଭାଇରଲ ହେବାରେ ଲାଗିଛି। ସକାଳ ୮ଟାରୁ ମୋବାଇଲକୁ ମୋବାଇଲ ଘୁରି ବୁଲିଛି ଏହି ଉତ୍ତର । ଗଣିତ , ଓଡ଼ିଆ, ଇଂରାଜୀ , ସି ଡି ପି ଏହିଭଳି ୪ଟି ବିଷୟର ପ୍ରାୟ ୧୦୦ ଟି ଉତ୍ତର ଥିବା ଦୁଇଟି କାଗଜ ପ୍ରତ୍ୟେକ ଦୋକାନରେ ହେଉଛି ଜେରକ୍ସ। ଜି ପି ଏସ ଲୋକେସନ୍ ଦିଆଯାଇ ସକାଳ ୮ ଟା ବେଳେ ଉଠାଯାଇଥିବା ଦୁଇଟି ଫୋଟ ଏବେ ଭାଇରାଲ ହେଉଛି। ଆମ ପାଖରୁ କୌଣସି ଲିକ ହୋଇନାହିଁ ବୋଲି ଜିଲ୍ଲା ଶିକ୍ଷାଧିକାରୀ କହୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା