Masthead

ବିଜେଡି ସରପଞ୍ଚଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୧୫ ୱାର୍ଡମେମ୍ବର

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠା ବ୍ଲକ ଆମ୍ବପୁଆ ପଞ୍ଚାୟତର ମହିଳା ସରପଞ୍ଚ ଙ୍କ ନାଁରେ ନାଏବ୍ ସରପଞ୍ଚଙ୍କ ସମେତ ୧୫ ଜଣ ୱାର୍ଡମେମ୍ବର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଘଟଣା ପ୍ରକାରେ ଆମ୍ବପୁଆ ପଞ୍ଚାୟତର ସରପଞ୍ଚ ହେଉଛନ୍ତି ନଳିନୀ ବେହେରା ।

କିନ୍ତୁ ତାଙ୍କ ସ୍ୱାମୀ ଶଙ୍କର ବେହେରା ପଞ୍ଚାୟତରେ ରାଜ କରୁଥିବା କହିଥିବା ବେଳେ ସେ ନାଏଵ ସରପଞ୍ଚ ଓ କୌଣସି ୱାର୍ଡମେମ୍ବରଙ୍କ କଥା ଶୁଣିନଥିବା ଅଭିଯୋଗ କରିଛନ୍ତି । ଆଉ ମନ ଇଚ୍ଛା ସବୁ କାମ ଫୋଟୋ ଆଉ କାଗଜପତ୍ରରେ କରନ୍ତି ବୋଲି କହିଛନ୍ତି ନାଏବ ସରପଞ୍ଚ । ତେବେ ଆଜି ୧୫ ଜଣ ୱାର୍ଡମେମ୍ବରଙ୍କ ସହ ନାଏବ ସରପଞ୍ଚ ଆସି ଭଞ୍ଜନଗର ଉପ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା