Masthead

ଓଡ଼ିଶା ପାଇପ୍ ଜଳ ଯୋଗାଣ କର୍ମଚାରୀଙ୍କ ପକ୍ଷରୁ ଧାରଣା

କଟକ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ପାଇପ୍ ଜଳ ଯୋଗାଣ କର୍ମଚାରୀଙ୍କ ପକ୍ଷରୁ ଆଜି କଟକ ମହାନଦୀ ବିହାର ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦାବି ପୂରଣ ନିମନ୍ତେ ଧାରଣାରେ ବସିଥିଲେ। ସୂଚନା ଅନୁସାରେ ଅଧିକ୍ଷଣ ଯନ୍ତ୍ରୀ ଅଧିନସ୍ଥ କର୍ମଚାରୀମାନଙ୍କୁ ନୀଚ ଦୃଷ୍ଟିରେ ଦେଖିବା , ଇଂରେଜମାନଙ୍କ ଭଳି ବ୍ୟବହାର କରିବା ସହିତ ସେମାନଙ୍କ ପ୍ରାପ୍ୟ ଦରମାକୁ ମାସ ମାସ ଧରି ବନ୍ଦ ରଖିବା ଏବଂ ବର୍ଦ୍ଧିତ ଦରମାକୁ ନଦେଇ ଶ୍ରମିକ ମାରଣ ନୀତି କରୁଛନ୍ତି।

ଅଧିକ୍ଷଣ ଯନ୍ତ୍ରୀଙ୍କ ଏଭଳି କାର୍ଯ୍ୟ ଯୋଗୁଁ ଅଧିନସ୍ଥ କର୍ମଚାରୀମାନେ ଦୀର୍ଘ ୩୦ ବର୍ଷ ଧରି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯଦି ଏହି ନିମ୍ନ ପଦସ୍ଥ କର୍ମଚାରୀଙ୍କର ଦାବି ପୂରଣ ନ ହୁଏ ତାହେଲେ ଆଗାମୀ ଦିନରେ ଏକ ବଡଧରଣର ବିକ୍ଷୋଭ ହେବାର ଆଶଙ୍କା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି