Masthead

‘ପ୍ରତି ଦୁଇ ଘଣ୍ଟାରେ ଅପଡେଟ ଦିଅ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୋଲକାତା ଘଟଣା ପରେ ସବୁ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିର ଅପଡେଟ୍‌ ମାଗିଛି ଏମ୍‌ଏଚ୍‌ଏ। ପ୍ରତି ୨ ଘଣ୍ଟାରେ ଥରେ ଗୃହ ମନ୍ତ୍ରଣାଳୟକୁ ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ପ୍ରାୟ ରାଜ୍ୟରେ ଅପରାଧ ବଢ଼ୁଥିବାରୁ ଗୃହ ମନ୍ତ୍ରଣାଳୟ ଏପରି ପଦକ୍ଷେପ ନେଇଛି। ଆଇନ ଶୃଙ୍ଖଳାର ପରିସ୍ଥିତି କିପରି ରହିଛି ସେନେଇ ଗୃହ ମନ୍ତ୍ରାଳୟକୁ ରିପୋର୍ଟ ପଠାଇବେ ସବୁ ରାଜ୍ୟ । କୋଲକାତା ସରକାରୀ ଆରଜି ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପରେ ଦେଶରେ ତେତିଛି ଡାକ୍ତର ଓ ନର୍ସିଂ ଷ୍ଟାଫଙ୍କ ଆନ୍ଦୋଳନ ।

ଯାହାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ ଏମିତି କିଛି ବଡ ନିଷ୍ପତ୍ତି ନେଇଛନ୍ତି । ଦେଶରେ ଡାକ୍ତର ଓ ନର୍ସିଂ ଷ୍ଟାଫଙ୍କ ବିରୋଧକୁ ଦୃଷ୍ଟିରେ ରଖି ସବୁ ରାଜ୍ୟର ଆଇନ ବ୍ୟବସ୍ଥା ଉପରେ ମଧ୍ୟ କଡା ନଜର ରହିବା ଆବଶ୍ୟକ । ଏଥିପାଇଁ ଦୟାକରି ଆଜି ଅପରାହ୍ଣ ୪ଟା ଠାରୁ ପ୍ରତି ୨ ଘଣ୍ଟାରେ ରାଜ୍ୟର ଆଇନ ବ୍ୟବସ୍ଥା ଉପରେ ସମସ୍ତ ତଥ୍ୟ ଗୃହ ମନ୍ତ୍ରାଳୟକୁ ଫେକ୍ସ, ଇମେଲ କିମ୍ବା ହ୍ବାଟ୍ସଅପ ଦ୍ବାରା ପ୍ରଦାନ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ