Masthead

ଗିରଫ ହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ତ୍ରିପାଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ । ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କଲା ଭିଜିଲାନ୍ସ । ସରକାରୀ ଟିକସ ହେରଫେର ଅଭିଯୋଗରେ ରେଡ୍ ପରେ ଗିରଫ । ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କଲା ଭିଜିଲାନ୍ସ ।  ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି