Masthead

‘ନିର୍ଯ୍ୟାସ ବାହାରିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ’

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଣ୍ଡିଆନଙ୍କ ହେଲିକପ୍ଟର ତଦନ୍ତକୁ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ପ୍ରତିକ୍ରିୟା । କହିଛନ୍ତି ବ୍ୟକ୍ତିଗତ କାର୍ଯ୍ୟରେ ପାଣ୍ଡିଆନଙ୍କ ହେଲିକପ୍ଟର ବୁଲିବାକୁ ନେଇ ତଦନ୍ତ ଚାଲିଛି । ଖୁବଶୀଘ୍ର ନିର୍ଯ୍ୟାସ ଆସିବ । ଯାହା ଲୋକଙ୍କ ମନରେ ସନେ୍ଦହ ଅଛି ତାହା ସତ ହୋଇପାରେ । ଅପେକ୍ଷା କରନ୍ତୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଯାଉଛନ୍ତି ସରକାର ।

ଦୁର୍ନୀତି ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଆପଣେଇଛନ୍ତି । ତେଣୁ ହେଲିକପ୍ଟର ବୁଲାର ନିର୍ଯ୍ୟାସ ଅଳ୍ପ ଦିନ ମଧ୍ୟରେ ବାହାରିବ । ମୁଁ କହିଛି ମାନେ ସରକାର କହିଛି । ତେଣୁ ଆପଣ ମାନେ ଅପେକ୍ଷା ରଖନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି