Masthead

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨ ଦିନ ପାଇଁ ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶର ଦକ୍ଷିଣ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ୧୯ ତାରିଖ ସୁଦ୍ଧା ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ ବୋଲି ଆକଳନ କରାଯାଇଛି । ସେହିଭଳି ୨୦ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ରବିବାର ଭଦ୍ରକ ଓ ଯାଜପୁରରେ ୩୦ ମିମି ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି