ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହନ୍ତଙ୍କ ନାମାଙ୍କନ । ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ । ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ।

ହେଲେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ । ଖାଲିପଡ଼ିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ