Masthead

ଇଡି ଅଫିସ ଘେରିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ନେବେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ରବିବାର ଦିନ କଂଗ୍ରେସ ଭବନରେ ମୋକିମଙ୍କ ଅଧ୍ୟକ୍ଷତାରେ ବୈଠକ ମଧ୍ୟ ବସିଥିଲା। ଭୁବନେଶ୍ୱର ଇଡି କାର୍ଯ୍ୟାଳୟ ଘେରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ସରିଛି ।

ବିଭିନ୍ନ ସ୍ଥାନରୁ ଆସିବେ ପ୍ରାୟ ୩୦ ହଜାର ଦଳୀୟ କର୍ମୀ । କେନ୍ଦ୍ରର ବିଜେପି ସରକାର ଇଡି ଓ ସିବିଆଇ ପରି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଥିବା ଅଭିଯୋଗ କରି ବିକ୍ଷୋଭ କରିବ କଂଗ୍ରେସ । ଭୁବନେଶ୍ୱର ଇଡି କାର୍ୟ୍ୟାଳୟ ଘେରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ସରିଛି । କେନ୍ଦ୍ରର ବିଜେପି ସରକାର ଇଡି ଓ ସିବିଆଇ ପରି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଥିବା ଅଭିଯୋଗ କରି ଆଜି ବିକ୍ଷୋଭ କରିବ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼