Masthead

ବାହାନଗା ବ୍ଲକକୁ ମରୁଡି ଘୋଷଣା ପାଇଁ କଂଗ୍ରେସ ରାଲି

ବାହାନଗା (ବଡ଼ ଖବର ବ୍ୟୁରୋ): ଭାରତୀୟ ଜାତୀୟ କଂଗ୍ରେସ ବାହନଗା ବ୍ଲକର କଂଗ୍ରେସ କର୍ମୀ ଗୋପାଳପୁର କଂଗ୍ରେସ ଅଫିସରୁ ଏକ ଶୋଭାଯାତ୍ରାରେ ବାହାରି ବାହାନଗା ତହସିଲ ଆଗରେ ପହଞ୍ଚି ସୁଧାଂଶୁ ଶେଖର ଜେନା ଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ କଂଗ୍ରେସ ଦଳର ସୋରୋ ବିଧାନସଭା ନିର୍ବାଚନମଣ୍ଡଳିର ବିଧାୟକ ପ୍ରାର୍ଥୀ ସୁବ୍ରତ ଧଡା, ବରିଷ୍ଠ କର୍ମୀ ବାସନ୍ତୀ ସାମଲ, ସାଧୁ ଚରଣ ପରିଡ଼ା ପ୍ରମୁଖ ଯୋଗ ଦେଇ ବାହାନଗା ବ୍ଲକରେ ମୌସୁମୀ ବର୍ଷା ଅଭାବ ସାଙ୍ଗକୁ ବହୁ ଏଲ ଆଇ ପଏଣ୍ଟ ଅଚଳ ଥିବାରୁ ଧାନ ଚାଷ ହୋଇପାରିନାହିଁ, ଫଳରେ ଚାଷୀ ମୁଣ୍ଡରେ ଚଡକ ପଡ଼ିଛି। ସେଥିପାଇଁ ୧୦ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାହାନଗା ତହସିଲଦାର ସସ୍ମିତା ମୁର୍ମୁଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ; ୯ ମୃତ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ଦିଲ୍ଲୀରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ; ୯ ମୃତ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ