Masthead

‘୩୭୪କୋଟି କ୍ଷତିରେ ଚାଲୁଛି ଲକ୍ଷ୍ମୀ ବସ୍’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହରେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସୂଚନା । କହିଛନ୍ତି ଲକ୍ଷ୍ମୀ ବସ୍ କ୍ଷତିରେ ଚାଲୁଛି । ୩୭୪ କୋଟି ୮ ଲକ୍ଷ ୫୮ ହଜାର ୫୫ ଟଙ୍କା କ୍ଷତିରେ ଅଛନ୍ତି ସରକାର । ଅକ୍ଟୋବର ୨୦୨୩ରୁ ଅଗଷ୍ଟ ୨୦୨୪ ଯାଏଁ ୧୦ ମାସରେ ଏତିକି କ୍ଷତି ହୋଇଛି । ଲକ୍ଷ୍ମୀ ଯୋଜନାରେ ୧୩୪୦ଟି ବସ୍‌ ଚାଲିଛି । ୩୯୯ କୋଟି ବ୍ୟୟ ହୋଇଛି ଓ ଆୟ ମାତ୍ର ୨୫ କୋଟି ୩ ଲକ୍ଷ ଟଙ୍କା ହୋିଥିବା କହିଛନ୍ତି ବିଭୁତି ଭୂଷଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼