Masthead

ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣିହାଁ, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅନ୍ତର୍ଗତ ସାନକାକୁଡ଼ିଆ ନିକଟରେ ଥିବା ଏକ ମହୁଲ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଜଣକ ହେଉଛନ୍ତି ସେହି ଗ୍ରାମର ଉମାକାନ୍ତ ସାମଲ (୨୫)। ସେ କଣିହାଁ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ କାର୍ୟ୍ୟ କରୁଥିଲେ। କଣିହାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି। ଉମାକାନ୍ତ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ସେ ନେଇ ସସପେନ୍ସ ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ