Masthead

ଚିକିଟି ମଦ ମୃତ୍ୟୁକୁ ନେଇ ପୁଣି ହୁଲସ୍ତୁଲ୍ ହୋଇପାରେ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ଚତୁର୍ଥ ଦିନ । ଚିକିଟି ମଦ ମୃତ୍ୟୁକୁ ନେଇ ପୁଣି ହୁଲୁସ୍ତୁଲୁ ହୋଇପାରେ ଗୃହ । ବିରୋଧୀ ବିଜେଡି ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି । ଦୁଇଦିନ ଧରି ଗୃହରେ ଏହି ପ୍ରସଙ୍ଗରେ ଶାସକ ଦଳକୁ ଘେରି ପ୍ରଶ୍ନ କରିଛି ବିଜେଡି । ଆଜି ମଧ୍ୟ ଗୃହ ସ୍ବାଭାବିକ ଆଶା କ୍ଷୀଣ ରହିଛି । ତେବେ ଅନେକ ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ରହିଛି ।

ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡ଼ା ଓ ଯୁବକଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନକାଳ ରହିଛି । ସେହିପରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚଦାବି ଆଲୋଚନା ରହିଛି । ବିରୋଧୀ ପକ୍ଷରୁ ମଧ୍ୟ ମୁଲତବି ପ୍ରସ୍ତାବ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର