Masthead

ଭିଜିଲାନ୍ସ ଜାଲରେ ଓଏସଆରଟିସିର ସିଏଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉ ଜଣେ ଅଫିସର । ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି) ମୁଖ୍ୟ ଆକାଉଣ୍ଟାଣ୍ଟଅଧିକାରୀ(ସିଏଓ) ବିଜୟ ମଙ୍ଗରାଜ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଉଛଇ । ମଙ୍ଗରାଜଙ୍କ ବାସଭବନ ଏବଂ କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ଵରର ୬ଟି ଏବଂ ବାରିପଦାର ଗୋଟିଏ ସ୍ଥାନରେ ଏବେ ଚଢ଼ାଉ ଚାଲିଛି। ଭୁବନେଶ୍ଵର କାର୍ଯ୍ୟାଳୟ ସମେତ ନନ୍ଦନ ବିହାର, ପଳାଶୁଣୀରେ ଥିବା ଘରେ ଚଢ଼ାଉ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା