Masthead

‘ମହିଳାଙ୍କୁ ସମ୍ମାନ ବୋଧେ ବିରୋଧୀ ଜାଣିନାହାନ୍ତି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ। କହିଛନ୍ତି ଏପ୍ରିଲ୍ ୩୦,୨୦୧୯ ମସିହାରେ ତାଙ୍କ ଦଳ ଯେଉଁ ଭଳି ମଦ ବାଣ୍ଟିଲେ ସେଥିରେ ଅନେକ ଲୋକଙ୍କ ମୃତ୍ୟୁ ହେଲା । ଆଉ ଆକ୍ରାନ୍ତ ମଧ୍ୟ ହେଲେ । ନିଜେ ମୁଲତବୀ ଆଣି କିନ୍ତୁ ପଳାୟନ ପନ୍ଥି ପାଲଟିଛନ୍ତି ।

ବିରୋଧୀ ଯଦି ବିରୋଧୀ ଭୂମିକା ଜାଣି ନାହାନ୍ତି ତେବେ ସେମାନେ ଆସନ୍ତୁ ଆମଠୁ ଟ୍ୟୁସନ ହୋଇ ଯାଆନ୍ତୁବୋଲି କହିଛନ୍ତି ଟଙ୍କଧର । ସେ ଆହୁରି ମଧ୍ୟ କହିଛନ୍ତି ଜଣେ ମହିଳାଙ୍କୁ କେମିତି ସମ୍ମାନ ଦିଆ ଯାଏ ତାହା ବୋଧେ ବିରୋଧୀ ଜାଣିନାହାନ୍ତି । ସେଥି ପାଇଁ ଗୃହକୁ ଚଳାଇ ଦେଉ ନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ