Masthead

ଆଜି ବିଧାନସଭା ଅଧିବେଶନର ପଞ୍ଚମ ଦିନ, କମ୍ପିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ପଞ୍ଚମ ଦିନ। ଶୂନ୍ୟକାଳରୁ ଗୃହ କାର୍ଯ୍ୟ ଆରମ୍ଭ ହେଉଥିବାରୁ ବିଧାନସଭା ବେଶ୍ ସରଗରମ ରହିପାରେ। ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି, ସୁଭଦ୍ରା ଯୋଜନା ଏସଓପିକୁ ନେଇ ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇପାରନ୍ତି। ଏହା ସହ ଅନେକ ପ୍ରସଙ୍ଗ ଶୂନ୍ୟକାଳରେ ଉଠିପାରେ। ବିରୋଧୀ ବିଜେଡି ପକ୍ଷରୁ ମୁଲତବୀ ପ୍ରସ୍ତାବ ଅଣାଯିବ। ସେହିପରି ୯ ତାରିଖର ନିର୍ମାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ। ତେବେ ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରୁଥିବା ବେଳେ ଶାସକ ଦଳ ବିରୋଧୀଙ୍କୁ କାଉଣ୍ଟର କରିବା ପାଇଁ ନୂଆ ରଣନୀତି ଆପଣାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼