Masthead

୨୬ରେ ବନ୍ଦ ରହିବ ଜନ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୨୬ରେ ବନ୍ଦ ରଖିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ। ଆସନ୍ତା ସୋମବାର ଦିନ ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ମାସ ଆରମ୍ଭରୁ ପ୍ରତି ସୋମବାର ଜନଶୁଣାଣି କାର୍ଯ୍ୟକ୍ରମ କରୁଛନ୍ତି। ଲୋକଙ୍କ ସମସ୍ୟାକୁ ସିଧାସଳଖ ଶୁଣି ଏହାର ସମାଧାନ କରୁଛନ୍ତି। ଆସନ୍ତା ସୋମବାର ଜନ୍ମାଷ୍ଟମୀ ପଡୁଥିବାରୁ ଏହି ଦିନରେ ସରକାରୀ ଛୁଟି ରହୁଛି। ତେଣୁ ଏହି ଦିନ ଜନଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..