Masthead

ରାସ୍ତାରେ ତଳି ରୋଇ ଅଭିନବ ପ୍ରତିବାଦ କଲେ ଗ୍ରାମବାସୀ

ବାରିପଦା (ବଡ଼ ଖବର ବ୍ୟୁରୋ): ରାସ୍ତା ମରାମତି କରିବାକୁ ଗ୍ରାମବାସୀଙ୍କ ଅଭିନବ ପ୍ରତିବାଦ । ରାସ୍ତା ରେ ଧାନ ତଳି ରୋଇ କଲେ ପ୍ରତିବାଦ। ଏଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ବ୍ଲକ ଅଧୀନ ବଣକାଟି ପଞ୍ଚାୟତର ପୁନାସିଆ ଗ୍ରାମରୁ। ପୁନାଶିଆ ଗ୍ରାମ୍ୟ ରାସ୍ତାଟି ଦୀର୍ଘ ଦିନ ହେଲା ମରାମତି ଅଭାବରୁ ଅତି ଶୋଚନୀୟ ହେଇ ପଡ଼ିଛି।

ଫଳରେ ବର୍ଷା ଦିନରେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଥିଲେ ଗ୍ରାମବାସୀ। ବ୍ଲକ ଦଉଡ଼ି ଦଉଡ଼ି ନୟାନ୍ତ ହେଲା ପରେ ଆଜି ରାସ୍ତା ମରାମତି କରିବା ଦାବିରେ ରାସ୍ତାରେ ଧାନ ତଳି ରୋଇ ଅଭିନବ ପ୍ରତିବାଦ କରିଛନ୍ତି । ଏପରିକି ଏହି ଗାଁ ଟି ବ୍ଲକର ଅତି ନିକଟତର ହେଇଥିଲେ ବି କୌଣସି ସରକାରୀ ଅଧିକାରୀଙ୍କ ଦୃଷ୍ଟିରେ ନ ପଡ଼ିବା ଅତ୍ୟନ୍ତ ପରିତାପର ବିଷୟ ବୋଲି କହିଛନ୍ତି ଗ୍ରାମବାସୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା