Masthead

ଆଜି ବିଜେଡି ବିଧାୟକଙ୍କ ପାଠଶାଳା; ଟ୍ରେନିଂ ନେବେ ୧୮ ନବ-ନିର୍ବାଚିତ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜେଡି ବିଧାୟକଙ୍କ ଟ୍ରେନିଂ । ଶଙ୍ଖ ଭବନରେ ଟ୍ରେନିଂ ନେବେ ବିଜେଡି ବିଧାୟକ । ଏହି ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରିବେ ନବୀନ ପଟ୍ଟନାୟକ । ବିଜେଡି ବିଧାୟକଙ୍କୁ ବରିଷ୍ଠ ବିଜେଡି ନେତା ଦେବେ ଟ୍ରେନିଂ । ଆଜି ସକାଳ ୧୦ଟାରୁ ଆରମ୍ଭ ହେବ ବିଜେଡିର ନବ-ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଶଙ୍ଖ ଭବନରେ ବିଜେଡି ବିଧାୟକ ନେବେ ପ୍ରଶିକ୍ଷଣ। ନବ-ନିର୍ବାଚିତ ୧୮ ବିଜେଡି ବିଧାୟକଙ୍କ ସମେତ ଅନ୍ୟ ବିଧାୟକ ମାନେ ବି ତାଲିମ୍ ନେବେ।।ବିଧାନସଭା ନୀତି ଓ ବିଧି ବ୍ୟବସ୍ଥା ସମ୍ପର୍କରେ ଦଳର ଅଭିଜ୍ଞ ବିଧାୟକ ଓ ନେତା ପ୍ରଶିକ୍ଷଣ ଦେବେ।। ବିଧାନସଭାରେ ଗତ ୧୭ ଓ ୧୮ ତାରିଖରେ ଅୟୋଜିତ ବିଧାୟକ ପ୍ରଶିକ୍ଷଣ ଶିବିରକୁ ବିଜେପିର ଦଳୀୟ ପ୍ରଶିକ୍ଷଣ ଶିବିର ଦର୍ଶାଇ ବୟକଟ୍ କରିଥିଲା ବିଜେଡି। ସେହିପରି କଂଗ୍ରେସ ମଧ୍ୟ ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇନଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ