Masthead

‘ASIର ଏକ ଉଚ୍ଚସ୍ତରୀୟ ଟିମ୍ ଆସିବ, ରତ୍ନଭଣ୍ଡାର ତଦାରଖ କରିବ’

ୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ବାବଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । ରତ୍ନଭଣ୍ଡାର ଯାଞ୍ଚ ଓ ଗଣତି ମଣତି ହେବ କହିଲେ ଧର୍ମେନ୍ଦ୍ର । ସେ କହିଛନ୍ତି ଏଏସଆଇ ଟିମକୁ ଆସିବାକୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି ।ଏଏସଆଇର ଏକ ଉଚ୍ଚସ୍ତରୀୟ ଟିମ୍ ଆସିବ, ରତ୍ନଭଣ୍ଡାର ତଦାରଖ କରିବ । ପୁରୁଣା ତାଲିକା ସହ ଏବେର ତାଲିକାକୁ ତୁଳନା କରାଯିବ । ତୁଳନା ପରେ ସବୁ ଠିକ୍ ଅଛି କି ନାହିଁ ସ୍ପଷ୍ଟ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏନେଇ ସରକାର ଏଏସଆଇକୁ ଚିଠି ଲେଖି ସାରିଛନ୍ତି । ଏଏସଆଇର ଉଚ୍ଚ ସ୍ତରୀୟ ଟିମ୍ ଆସି ତଦାରଖ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼