Masthead

ଓଡ଼ିଶା ଆସିବେ ED ନିର୍ଦ୍ଦେଶକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲି ଓଡ଼ିଶା ଗସ୍ତରେ ଆସିବେ ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ୩ ଦିନିଆ ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ । ଏକାଧିକ ପୁରୁଣା ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁ ହୋଇପାରେ । ମଙ୍ଗଳବାର ଦିନ ରାତି ପାଖାପାଖି ୮ ସମୟରେ ଭୁବନେଶ୍ୱର ବିମାନବନ୍ଦର ପହଞ୍ଚିବେ । ଏହାପରେ ସେ ପୁରୀ ଅଭିମୁଖେ ଗସ୍ତ କରିବେ । ୨୮ ତାରିଖ ଅପରାହ୍ନରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନର କାର୍ଯ୍ୟକ୍ରମ ରହିଛି । ୨୯ ତାରିଖ ଦିନ ସକାଳ ସମୟରେ ପୁରୀରୁ ଭୁବନେଶ୍ୱର ଗସ୍ତ କରିବେ ।

ଭୁବନେଶ୍ୱର ଆସି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ବସିବାକୁ ଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେବେ ସାମିଲ । ଗସ୍ତ ଅବସରରେ ଥିବା ସମସ୍ତ କାର୍ଯ୍ୟକ୍ରମ ସାରି ୨୯ ତାରିଖ ଅପରାହ୍ନ ୩ଟା ସମୟରେ ଦିଲ୍ଲୀ ଫେରିଯିବେ । ତେବେ ଇଡି ମୁଖ୍ୟ ଗସ୍ତର ମୁଖ୍ୟ କାରଣ ଏବେ ଯାଏଁ ଅସ୍ପଷ୍ଟ ରହିଛି । ହୁଏତ ଇଡି ମୁଖ୍ୟଙ୍କ ଓଡିଶା ଗସ୍ତ ସମୟରେ ସତ ପଦାକୁ ଆସିପାରେ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ