ଆଜି ପୁଣି ସରଗରମ ହେବ ବିଧାନସଭା ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା ଅଧିବେଶନ। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ବୀମା ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ସୁଭଦ୍ରା ଗାଇଡ୍ ଲାଇନ୍ ପ୍ରସଙ୍ଗ ଉଠିପାରେ। ସେପଟେ ମହିଳା ଓ ଶିଶୁ ବିକାଶ, ମିସନ୍ ଶକ୍ତି ଓ ପର୍ୟ୍ୟଟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ବିରୋଧୀ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ