Masthead

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ।

ବର୍ତ୍ତମାନ ବିଜେପିର ମମତା ମହାନ୍ତ ଜଣେମାତ୍ର ପ୍ରାର୍ଥୀ ଭାବେ ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟ ସଭା ପାଇଁ ମମତାଙ୍କ ନାଁ ବିଜେପି ଘୋଷଣା କରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ମମତା ନାମାଙ୍କନ ଦାଖଲ କରିଥିଲେ। ହେଲେ ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ