Masthead

CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ CHSE ର ଅଧିକାରୀ । CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଏକକାଳୀନ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ଓ ଜଗତସିଂହପୁରର ୩ଟି ସ୍ଥାନରେ ରେଡ୍ । କାନନବିହାର ଫେଜ୍ ୨ରେ ଥିବା ୪ ମହଲା ଘର ଓ ସାମନ୍ତରାପୁର ଅଫିସ, କେନ୍ଦ୍ରାପଡ଼ା ପୈତୃକ ବାସଭବନରେ ରେଡ୍ । ୩ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଟାଣ୍ଡ, ୫ ଜଣ ASI ଏହି ରେଡରେ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ