Masthead

ଶୂନ୍ୟକାଳରେ ଉଠିବ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ଦାବି ପ୍ରସଙ୍ଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ। ଗୃହରେ ଜଳ ସଂପଦ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ସୂଚନା ଲୋକସମ୍ପର୍କ ଓ ପରିବହନ ବିଭାଗର ପ୍ରଶ୍ନକାଳ ରହିଛି। ଶୁନ୍ୟକାଳରେ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପରି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇ ପାରନ୍ତି ବିରୋଧୀ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ମଧ୍ୟ ଆସିବ। ସେହିପରି ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ