Masthead

ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ; ଆଜି କମ୍ପିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଦିତୀୟ ପର୍ଯ୍ୟାୟ ଅଧିବେଶନ ର ନବମ ଦିନ। ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁ ସୂଚୀତ ଜନ ଜାତି, ଅନୁ ସୂଚୀତ ଜାତି ଉନ୍ନୟନ ଏବଂ ସଂଖ୍ଯା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଉଠାଇବେ। ଅପରାହ୍ନ ରେ ଶିଳ୍ପ, MSME ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି। ଗୃହରେ ମୁଲତବୀ ପ୍ରସ୍ତାବ ବିରୋଧୀ ଆଣିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ