ଆଜି ବି ବେଶ୍ ସରଗରମ ରହିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଦ୍ବିତୀୟ ପ୍ରର୍ଯ୍ଯାୟ ଅଧିବେଶନର ଆଜି ଦଶମ ଦିନ । ଆଜି ବି ଗୃହ ବେଶ୍ ସରଗରମ ରହିବ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ମହିଳା ଶିଶୁ ବିକାଶ, ନିର୍ମାଣ, ପର୍ଯ୍ଯଟନ, ଅବକାରୀ, ମିଶନ ଶକ୍ତି ଓ ଆଇନ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ଯକାଳରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଉଠାଇପାରନ୍ତି । ସେହିପରି ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ ହେବ । ସ୍ବରାଷ୍ଟ୍ର , ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ