Masthead

ପୋଲ ଉପରେ ୨ ଫୁଟର ପାଣି

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାରେ ପୁଣି ବୁଡିଲା ପୋଲ । ଲଗାଣ ବର୍ଷା ଯୋଗୁଁ କାଙ୍କୁରୁକୋଣ୍ଡା ଓ କନ୍ୟା ଆଶ୍ରମ ପୋଲ ଉପରେ ଦୁଇରୁ ତିନି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ମାଲକାନଗିରି ଠାରୁ କାଲିମେଳା ଓ କାଲିମେଳା ଠାରୁ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ଉଭୟ ସ୍ଥାନରେ ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି