Masthead

ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍। ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରାଯାଇଛି। ଛତ୍ରପୁର କାର୍ୟ୍ୟାଳୟ, ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ରେଡ୍ ଚାଲିଛି। ଏହି ଚଢାଉରେ ୫ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର, ୫ ଜଣ ଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ୟ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ସ୍ଥିତ ଦୁଇଟି ଘରେ ଏକାକାଳୀନ ଚାଲିଛି ଚଢାଉ । ତେବେ ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ