Masthead

ପହଣ୍ଡି ଅଘଟଣ ପାଇଁ ହେବ ପ୍ରତିକାର ପୂଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପହଣ୍ଡି ବେଳେ ଅଘଟଣ । ପ୍ରତିକାର ପୂଜା କରିବେ ରାଜ୍ୟ ସରକାର । ଯାହାକୁ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ପ୍ରତିକାର ପୂଜା ବିଧି ପାଇଁ କଥାବାର୍ତ୍ତା ହୋଇଛୁ । ମୁକ୍ତି ମଣ୍ଡପ ପଣ୍ଡିତ ସଭା ସମୟ ନିର୍ଘଣ୍ଟ ବାହାର କରିବେ । ଯାହା ଘଟିଲା ତାହା ଦୁର୍ଘଟଣା, ବଡ଼ ଠାକୁର ପଡ଼ିନାହାନ୍ତି ବୋଲି କହିଛନ୍ତି ପୃଥ୍ୱୀରାଜ । ସେ ଆହୁରି ମଧ୍ୟ କହିଛନ୍ତି ସେବାୟତଙ୍କ ପିଠିରେ ଭରା ଦେଇ ଅଛନ୍ତି ବଡ଼ ଠାକୁର । ବଡ଼ ଠାକୁରଙ୍କ କୌଣସି ଅଙ୍ଗ ତଳେ ଲାଗି ନଥିଲା, ତଦନ୍ତ ହୋଇସାରିଛି । ତେବେ ଅବହେଳା କାରଣରୁ ହୋଇଥିବା କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ