Masthead

ଏସିଆନ କମ୍ବାର୍ଟ ରେସଲିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ଝିଅ ପିଙ୍କି

ପୁରୀ(ବଡ଼ ଖବର ବ୍ୟୁରୋ): ନେପାଳ ରାଜଧାନୀ କାଠମାଣ୍ଡୁ ଠାରେ ଆୟୋଜିତ ସାଉଥ୍ ଏସିଆନ୍ କମ୍ଵାର୍ଟ ରେସଲିଂ ଚାମ୍ପିଅନସିପରେ ସ୍ଵର୍ଣ୍ଣ ପଦକ ଜିଣି ଓଡ଼ିଶା ତଥା ଭାରତ ପାଇଁ ଗର୍ବ ଆଣିଛନ୍ତି ପୁରୀ ଝିଅ ପିଙ୍କି ନାୟକ । ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କେରାଣ୍ଡିପୁର ଗୌଡ ସାହିର ବାବୁଲି ନାୟକ ଓ ସୁଲୋଚନା ନାୟକଙ୍କ ଝିଅ ପିଙ୍କି ଉଭୟ ରାଜ୍ୟ ଓ ଜାତୀୟ ସ୍ତରରେ ନିଜର କ୍ରୀଡା ନୈପୁଣ୍ୟତା ପ୍ରତିପାଦିତ କରିଛନ୍ତି।

ପିଙ୍କିଙ୍କ ସ୍ଵପ୍ନ ଥିଲା ସେ ଦିନେ ଓଡ଼ିଶା ପାଇଁ ଖେଳିବେ ଏବଂ ଜାତୀୟ ସ୍ତରରେ ନିଜ ରାଜ୍ୟକୁ ପ୍ରତିନିଧିତ୍ଵ କରିବେ । ଏବେ ସେ ସ୍ଵପ୍ନ ସାକାର ହେବା ସହ ଆନ୍ତର୍ଜାତୀୟ ସ୍ତରରେ ସ୍ଵର୍ଣ୍ଣ ପଦକ ଜିତିବା ପରେ ତାଙ୍କର ପରବର୍ତ୍ତୀ ଲକ୍ଷ୍ୟ ହେଉଛି ଅଲମ୍ପିକରେ ଦେଶକୁ ପ୍ରତିନିଧିତ୍ଵ କରିବା । ପିଙ୍କିଙ୍କ ଏହି ସଫଳତା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼