ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍‌ । କେନ୍ଦୁଝର, ତେଲକୋଇ ଓ ତାଳଚେରର ୪ଟି ସ୍ଥାନରେ ରେଡ୍‌ । ଛାମୁଣ୍ଡା ଗାଁ ସ୍ଥିତ ପୈତୃକ ଘର ରେଡ୍ ।

ତାଳଚେର ଅଫିସ୍ ଓ ଜଗମୋହନ ପୁର ସ୍ଥିତ ଦୋକାନ ଘରେ ରେଡ୍ । ଭୁବନେଶ୍ବରରେ କିଣିଥିବା ଘରେ ଭିଜିଲାନ୍ସ ଚଢ଼ାଉ ଜାରି । ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ