Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତ ହେବା ପରେ ଏହା ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ। କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ।

ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼