Masthead

ଆଜି ବିଧାନସଭାରେ ସରକାରଙ୍କୁ ଘେରିପାରେ ବିରୋଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ କୃଷି ଓ କୃଷକ ସଶକ୍ତି କରଣ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ସୂକ୍ଷ୍ମ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ସୁଭଦ୍ରା ଯୋଜନା, ମଦ ମୃତ୍ୟୁ, ହାଇକୋର୍ଟ ବ୍ରେଞ୍ଚ ଭଳି ବହୁ ଗୁରୁତ୍ଵ ପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଗୃହରେ ଉଠାଇପାରନ୍ତି। ଅପରାହ୍ନରେ ପଞ୍ଚାୟତ ରାଜ ଓ ପାନୀୟ ଜଳ ଉପରେ ଖର୍ଚ୍ଚ ଦାବି ଆଲୋଚନା ହେବ । ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରଶ୍ନ କାଳ ଥିବାରୁ ଦରଦାମ, ଆଳୁ ସଙ୍କଟ ସହ ପିଆଜ ଓ ରସୁଣ ଦର ଆକାଶ ଛୁଆଁ ହୋଇଥିବାରୁ ଗୃହରେ ମନ୍ତ୍ରୀଙ୍କୁ ଘେରିପାରନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼